ପ୍ରମୁଖ ଖବର
  • ଯାଜପୁର,ଯୋକଡିଆ ନିକଟ ଖରସ୍ରୋତା ନଦୀକୁ ଗାଧୋଇବାକୁ ଯାଇ ପାଣିରେ ଭାସିଯାଇ ୨ ଭାଇ ନିଖୋଜ
  • ||
  • ବିଧାନସଭା କ୍ଷେତ୍ର ପାଇଁ ଆଉ ୪ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ପ୍ରକାଶ ପାଇଁ ଓଡ଼ିଶା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି, ମେ ୧୩ ତାରିଖରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ
  • ||
  • ବିଶ୍ୱ ଐତିହ୍ୟ ଦିବସ: ଆଜି ସୂର୍ଯ୍ୟମନ୍ଦିରରେ ମାଗଣା ପ୍ରବେଶ କରିପାରିବେ ପର୍ଯ୍ୟଟକ
  • ||
  • ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ଶୁକ୍ରବାର ୧୦୨ ଆସନରେ ହେବ ମତଦାନ, ୧୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ
  • ||
  • IPL 2024ରେ ପଞ୍ଜାବକୁ ଭେଟିବ ମୁମ୍ବାଇ, ତିଳକ-ଅର୍ଶଦୀପ ଲଢ଼େଇକୁ ଅପେକ୍ଷା
  • ||
  • ଆହୁରି ତେଜିବ ତାତି, ସପ୍ତାହେ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ଖରା ପାଇଁ ତିନି ଦିନ ସ୍କୁଲ ଛୁଟି
  • ||

ବଜ୍ରପାତରେ ଦଶମ ଶ୍ରେଣୀ ଛାତ୍ରୀ ଗୁରୁତର

ତେନ୍ତୁଳିଖୁଣ୍ଟି ୨୬।୮ : ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତର ବଙ୍ଗଳାଗୁଡା ଗ୍ରାମରେ ବଜ୍ରପାତରେ ଜଣେ ଦଶମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ର ଜଣକ ହେଲେ  ବଙ୍ଗଳାଗୁଡା ଗ୍ରାମର ବିଭୀସେଣ ଗୌଡ଼ଙ୍କ ସାନ ଝିଅ କବିତା ଗୌଡ଼। 

କବିତା ବେଡା ପଦରର ନିଜ ଜମିରେ କାମ କରୁଥିବା ମା’ ଓ ବଡ଼ ଭଉଣୀଙ୍କୁ ସହଯୋଗ ତଥା ଶୀଘ୍ର କାମ ସାରି ଘରକୁ ଫେରି ଆସିବା ନେଇ ଡାକିବା ପାଇଁ ବିଲକୁ ଯାଇଥିଲେ  l ଦୁର୍ଭାଗ୍ୟ ବଶତଃ ସେଠାରେ ଜମି ହିଡରେ ରହିଥିବା ସମୟରେ କବିତା ଗୌଡ଼ଙ୍କ  ଉପରେ ବଜ୍ରପାତ ପଡିଥିଲା l ସେଠାରୁ ତାଙ୍କୁ ଘରକୁ ଆଣି ନିକଟସ୍ତ ତେନ୍ତୁଳୀଖୁଣ୍ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ଅବସ୍ଥା  ଗୁରୁତ୍ୱର ଥିବା କାରଣରୁ ଡାକ୍ତର ତାଙ୍କୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ । ସେଠାରୁ ତାଙ୍କୁ କୋରାପୁଟ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନତର କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.