ପ୍ରମୂଖ ଖବର
  • କୋଣାର୍କ : ୨ ବେଆଇନ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ

ପଦ୍ମପୁର,୨୭/୦୯: ଶିକ୍ଷକ ଅଭାବ କାରଣରୁ ବିଦ୍ୟାଳୟରେ ତାଲା ପକାଇ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ତଥା ଅବିଭାବକ । ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ କନସିଂହା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।

ସୂଚନା ମୁତାବକ, କନସିଂହା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୮୭ ଜଣ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାଦାନ ପାଇଁ ଦୁଇ ଜଣ ଶିକ୍ଷକ ନିଯୁକ୍ତ ହୋଇଛନ୍ତି । ହେଲେ ଦୁଇ ଜଣ ଶିକ୍ଷକ ୮୭  ପିଲାଙ୍କ ଶିକ୍ଷାଦାନ କଲା ବେଳକୁ ଅସୁବିଧା ହେଉଛି । ଜଣେ ଶିକ୍ଷକ ଅଫିସ କାମରେ ବାହରକୁ ଗଲେ ଅନ୍ୟଜଣେ ଶୀକ୍ଷକ ୮୭ ଜଣ ପିଲାଙ୍କୁ ପାଠ ପଢାଇବା କଷ୍ଟକର ହୋଇପଡୁଛି । ଏହି ସବୁ ଅସୁବିଧାର ସମାଧାନ ପାଇଁ ଶନିବାର ଛାତ୍ରଛାତ୍ରୀ ଓ ଅବିଭାବକ ମାନେ ବିଦ୍ୟାଳୟକୁ ବନ୍ଦ କରି ଆନ୍ଦୋଳନ କରିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.