ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

କୋରାପୁଟ କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟରେ ଅଶାନ୍ତି, ବିଭିନ୍ନ ସମସ୍ୟାକୁ ନେଇ ଗେଟ୍‌ରେ ତାଲା ପକାଇଲେ ଛାତ୍ରଛାତ୍ରୀ

Published By : Rasmita Pradhan | November 11, 2024 1:53 PM

କୋରାପୁଟ, ୧୧/୧୧ : କୋରାପୁଟ କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟରେ ଛାତ୍ର ଅଶାନ୍ତି। ସୁନାବେଡ଼ା ମୁଖ୍ୟ କ୍ୟାମ୍ପସ ଗେଟ୍‌ରେ ତାଲା ପକାଇଲେ ଛାତ୍ରଛାତ୍ରୀ। ବିଭିନ୍ନ ସମସ୍ୟାର ସମାଧାନ ହେଉନଥିବାରୁ ମୁଖ୍ୟ ଫାଟକରେ ତାଲା ପକାଇ ଛାତ୍ରଛାତ୍ରୀମାନେ ପ୍ରତିବାଦ କରିଛନ୍ତି। 

ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଅଭିଯୋଗ ଅନୁଯାୟୀ, ହଷ୍ଟେଲ ମ୍ୟାନେଜମେଣ୍ଟ, ପାନୀୟ ଜଳ, ଖାଦ୍ୟ ଭଳି ବିଭିନ୍ନ ସମସ୍ୟା ରହିଛି। ବାରମ୍ଵାର ଅଭିଯୋଗ ପରେ ମଧ୍ୟ ଏହାର ସମାଧାନ ହେଉନାହିଁ। କେବଳ ପ୍ରତିଶୃତି ମିଳୁଛି। ତେଣୁ ସ୍ଥାୟୀ ସମାଧାନ ଦାବିରେ ଛାତ୍ରଛାତ୍ରୀମାନେ ଆଜି ମୁଖ୍ୟ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.