ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସହିଦନଗର ଥାନା ଏସଆଇ

ଭୁବନେଶ୍ବର, ୨୩।୩ :  ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଲେ ସବ ଇନ୍ସପେକ୍ଟରକୁ । ସହିଦନଗର ଥାନା ସବ ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ।  ଜବତ ଗାଡିକୁ ଛାଡିବା ପାଇଁ ଥାନା ପରିସରରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି। 

ଡ୍ରଙ୍କ ଆଣ୍ଡ ଡ୍ରାଇଭରେ ଗୋଟିଏ ଗାଡି ସହିଦନଗର ପୋଲିସ ଜବତ କରିଥିଲା। ଏହି ଗାଡି ଛାଡିବା ପାଇଁ ସବ ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ଲାଞ୍ଚ ଦାବି କରିଥିଲେ। ଥାନା ପରିସରରେ ଆଜି ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ। 

ଆହୁରି ପଢନ୍ତୁ : ବାଇକକୁ ପିଟିଲା ଡମ୍ଫର୍ : ସ୍ତ୍ରୀ ସମ୍ମୁଖରେ ଚାଲିଗଲା ସ୍ଵାମୀଙ୍କ ଜୀବନ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.