ପ୍ରମୂଖ ଖବର
  • ବାରିପଦା : କଳା ବାଘ ଚମଡ଼ା ଜବତ, ୪ ଶିକାରୀ ଗିରଫ
  • ||
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

'ସୁଭଦ୍ରା' ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା, ଚେକ୍‌ କରନ୍ତୁ ଆପଣଙ୍କ ଖାତାକୁ ଯାଇଛି କି ନାହିଁ ?

Published By : Prameya | September 15, 2024 11:07 AM

ଭୁବନେଶ୍ୱର ୧୫/୦୯: ‘ସୁଭଦ୍ରା’ ପାଇଁ ସାରା ରାଜ୍ୟରେ ନାହିଁ ନଥିବା ଉତ୍ସାହ । ଶୁକ୍ରବାର ସୁଦ୍ଧା ୫୦ ଲକ୍ଷ ମହିଳା ଏ ଯୋଜନାରେ ଆବେଦନ କରିଛନ୍ତି । ମଙ୍ଗଳବାର ପ୍ରଥମ କିସ୍ତି ପ୍ରଦାନ କରାଯିବା ଏଥିପାଇଁ ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ସରକାର ପକ୍ଷରୁ ଡିବିଟି ହୋଇଛି । ଶେଷ ଯୋଗ୍ୟ ମହିଳାଙ୍କ ପର୍ଯ୍ୟନ୍ତ ଯୋଜନା ନପହଞ୍ଚିବା ଯାଏଁ ରେଜିଷ୍ଟ୍ରେସନ୍ ଚାଲିବ। ଏ ନେଇ ଭୟଭୀତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ନେଇଛନ୍ତି।

ସୁଭଦ୍ର ଯୋଜନା ଶୁଭାରମ୍ଭ ପୂର୍ବରୁ ରାଜ୍ୟର ୧୦ ହଜାର ସ୍ଥାନରେ ସୁଭଦ୍ରା ସ୍ୱାଗତ ପଦଯାତ ଆରମ୍ଭ ହୋଇଛିି। ଏ ସଚେତନ ରାଲି ସପ୍ତାହ ପର୍ଯ୍ୟନ୍ତ ଗାଁଠୁ ସହର ଚାଲିବ।  ଆସନ୍ତା ୧୭ ତାରିଖ ଅର୍ଥାତ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ସହାୟତା ରାଶି ବଣ୍ଟନ କରାଯିବ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ଚାଲିବ। ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ। ଏବେ ଯାଏଁ ୫୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି। ୧ କୋଟି ରୁ ଉର୍ଦ୍ଧ ମହିଳାଙ୍କୁ ସାମିଲ ହେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.