ପ୍ରମୂଖ ଖବର
  • Myntra ବିରୋଧରେ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଫେମା ଆଇନ୍ ଉଲ୍ଲଂଘନ ଅଭିଯୋଗ
  • ||
  • ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ୨ ବାଟାଲିଅନ ଗଠନକୁ ମଞ୍ଜୁରି, ୨୦୮୦ ନୂତନ ପଦବୀ ସୃଷ୍ଟି
  • ||
  • କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ICC ରିପୋର୍ଟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
  • ||
  • ରକ୍ଷାବନ୍ଧନରେ ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ
  • ||
  • ବଲାଙ୍ଗୀର : ମଦଭାଟିରେ ପହଲବାନଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୁଲିସ
  • ||
  • ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୪ ମୃତ, ୬ ଆହତ
  • ||
  • ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ
  • ||
  • ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଆଜିଠୁ ଚତୁର୍ଥ ଟେଷ୍ଟ : ଓଲ୍ଡ ଟ୍ରାଫୋର୍ଡରେ ଭାରତ ପାଇଁ 'କର ବା ମର', ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||

ରକ୍ଷାବନ୍ଧନରେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ

Published By : Prameya | July 23, 2025 11:25 AM

ଭୁବନେଶ୍ୱର,୨୮/୦୭: ଆସନ୍ତା ରକ୍ଷାବନ୍ଧନରେ ଅର୍ଥାତ୍‌ ଅଗଷ୍ଟ ୯ରେ ମିଳିବ ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ସହାୟତା ରାଶି । ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ସୁଭଦ୍ରା ଦ୍ବିତୀୟ ପର୍ଯ୍ୟାୟରେ ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ ସୁଯୋଗ ମିଳିବ। 

ସୂଚନାଯୋଗ୍ୟ, ସୁଭଦ୍ରା ପ୍ରଥମ ପର୍ଯ୍ୟାୟରେ ସହାୟତା ରାଶି ପାଇଥିବା ୧ ଲକ୍ଷ ୮୮ ହଜାର ମହିଳା ବିଭିନ୍ନ କାରଣରୁ ଦ୍ବିତୀୟ ପର୍ଯ୍ୟାୟରେ ସୁଭଦ୍ରା କିସ୍ତି ପାଇ ନଥିଲେ। ଆଗାମୀ ଦୁଇ ତିନି ଦିନ ପରେ ସେମାନଙ୍କ ତାଲିକାକୁ ସମୀକ୍ଷା କରାଯିବ। ଯେଉଁମାନେ ଯୋଗ୍ୟ ସେମାନଙ୍କୁ ସୁଭଦ୍ରା ସହାୟତା ରାଶି ପାଇବାକୁ ସୁଯୋଗ ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.