ସୁନ୍ଦରଗଡ଼,୩୦/୮ : ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଏକ ଦୁଷ୍କର୍ମ ମାମଲାର ଶୁଣାଣି ଚାଲିଥିବାବେଳେ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ । ୨୦୨୧ରେ ତଳସରା ଥାନାରେ ଦୁଷ୍କର୍ମ ମାମଲା ରୁଜୁ ହୋଇଥିଲା । ଆଜି କୋର୍ଟରେ ମାମଲାର ଶୁଣାଣି ଚାଲିଥିବାବେଳେ ଦୁଷ୍କର୍ମ ପୀଡ଼ିତା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ହରିୟାଣା ବିଧାନସଭା ଭଙ୍ଗ ପାଇଁ ସୁପାରିଶ କରିଥିଲେ ମୁଖ...