ପ୍ରମୂଖ ଖବର
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ନକ୍ଷତ୍ର ପରିବର୍ତ୍ତନ କରିଲେ ଶୁକ୍ର, ଚମକିବ ଏହି ୪ ରାଶିଙ୍କ ଭାଗ୍ୟ...

Published By : Harapriya Sethi | July 21, 2025 6:48 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଧନ ଓ ଐଶ୍ୱର୍ଯ୍ୟର କାରକ ନିର୍ଦ୍ଦିଷ୍ଟ ସମୟାନୁସାରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରିଥାନ୍ତି । ଶାସ୍ତ୍ର ଅନୁସାରେ ଶୁକ୍ର ନକ୍ଷତ୍ର ପରିବର୍ତ୍ତନ କରିଛନ୍ତି । ୨୦ ଜୁଲାଇରେ ଶୁକ୍ର ନକ୍ଷତ୍ର ପରିବର୍ତ୍ତନ କରିଛନ୍ତି । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ ୪ ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ଶୁଭ ପରିବର୍ତ୍ତନ ହୋଇ ଭାଗ୍ୟଶାଳୀ ହେବେ । ଏହି ରାଶିଙ୍କର ଧନ ପ୍ରାପ୍ତି ହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂଆ ଜିନିଷ କିଣିବାର ମଧ୍ୟ ଯୋଗ ରହିଛି । କଳା, ବ୍ୟବସାୟରେ ସଫଳତା ମିଳିବା ସହ ଅନେକ କାମରେ ବଡ ସଫଳତା ମିଳିବ ।

ବୃଷ- ଏହି ରାଶିଙ୍କୁ ଶୁଭଫଳ ମିଳିବ । ହଠାତ୍‌ ଧନ ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂଆ ଜିନିଷ କିଣିବେ । ବଡ କାମରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ମଧ୍ୟ ଶୁଭଫଳ ମିଳିବ ।

କର୍କଟ- ଏହି ରାଶିଙ୍କୁ ବିଶେଷ ଲାଭ ମିଳିବ । ଘରେ ହସଖୁସିର ବାତାବରଣ ରହିବ । ଭୂମି, ଯାନ କିଣିବାର ଯୋଗ ରହିଛି । ବୈବାହିକ ଜୀବନ ସୁଖମୟ ହେବ । ପ୍ରେମ ସମ୍ପର୍କ ମଜଭୁତ ହେବ । ପୁରୁଣା ଟଙ୍କା ନିବେଶରୁ ଲାଭ ପାଇବେ । ସମସ୍ୟା ଦୂର ହେବ ।

ତୁଳା- ଆର୍ଥିକ ସ୍ଥିତି ମଜଭୁତ ହେବ । ଚାକିରିରେ ପଦନ୍ନୋତି ସହ ଦରମା ବଢିବ । ନୂଆ ଚାକିରି ମିଳିବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ପ୍ରେମ ସମ୍ପର୍କ ମଜଭୁତ ହେବ । ବ୍ୟବସାୟୀଙ୍କ ପାଇଁ ସମୟ ଅନୁକୂଳ ରହିଛି । ଜୀବନରେ ଖୁସିର ଆଗମନ ହେବ ।

ମକର- ଅତ୍ୟନ୍ତ ଶୁଭଫଳ ମିଳିବ । ବ୍ୟବସାୟରେ ବଡ ସଫଳତା ମିଳିବ । ନୂଆ ଚାକିରି ଠାରୁ ଆରମ୍ଭ କରି ପଦନ୍ନୋତି ସହ ଦରମା ବଢିବ । ଆମଦାନୀ ବୃଦ୍ଧି ହେବ । ଟଙ୍କା ସଞ୍ଚୟ କରିବେ । ମାନସିକ ଶାନ୍ତି ମିଳିବ । ମନ ଖୁସି ରହିବ । ଆତ୍ମବିଶ୍ୱାସ ବୃଦ୍ଧି ସହ ଚିନ୍ତା ଦୂର ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.