ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

Published By : Harapriya Sethi | October 25, 2024 1:51 PM

କୋଣାର୍କ,୨୫/୧୦: ପୁରୀ ଜିଲ୍ଲାରେ ବାତ୍ୟା 'ଦାନା'ର ପ୍ରଭାବ ନଥିବାରୁ ଶୁକ୍ରବାର କୋଣାର୍କ ସୂର୍ଯ୍ୟମନ୍ଦିର ଖୋଲାଯାଇଛି। ଏଥି ସହିତ ଅନଲାଇନ ଟିକେଟ,ଲାଇଟ୍ ଆଣ୍ଡ ସାଉଣ୍ଡ ସୋ ମଧ୍ୟ ଚାଲିବ । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ନିର୍ଦ୍ଦେଶରେ ସୂର୍ଯ୍ୟମନ୍ଦିର ଖୋଲିଥିବା କହିଛନ୍ତି ଏଏସଆଇ ସର୍କଲ ସୁପରିଟେଣ୍ଡେଟ ଡ. ଡି ବି ଗଡ଼ନାୟକ । ତେବେ ବାତ୍ୟା ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ୨୪ ଓ ୨୫ତାରିଖ ଦୁଇ ଦିନ ସୂର୍ଯ୍ୟମନ୍ଦିର, କୋଣାର୍କ ମ୍ୟୁଜିୟମ ବନ୍ଦ ରଖାଯାଇଥିଲା ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.