ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବଦଳିଲା ସୂର୍ଯ୍ୟମନ୍ଦିର ପରିଦର୍ଶନ ସମୟ, ନଭେମ୍ବର ୧ରୁ ସଂଧ୍ୟା ୬ରୁ ବନ୍ଦ ହେବ ସୂର୍ଯ୍ୟମନ୍ଦିର

Published By : Harapriya Sethi | October 31, 2024 7:37 AM

କୋଣାର୍କ,୩୧/୧୦: କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ ହୋଇଛି । ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଏଣିକି ସନ୍ଧ୍ୟା ୬ରେ ବନ୍ଦ ହେବ ସୂର୍ଯ୍ୟମନ୍ଦିର । ନଭେମ୍ବର ୧ ତାରିଖରୁ ଫେବୃଆରୀ ୨୮ତାରିଖ ପର୍ଯ୍ୟନ୍ତ ସକାଳ ୬ଟାରୁ ମନ୍ଦିର ଖୋଲା ରହି ସନ୍ଧ୍ୟା ୬ଟାରେ ବନ୍ଦ ହେବ । ଏଏସଆଇ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି । ସେହିଭଳି ଲାଇଟ ଆଣ୍ଡ ସାଉଣ୍ଡ ସୋ ସନ୍ଧ୍ୟା ୬ଟା ୩୦ରୁ ୭ଟା ୧୦ ଏବଂ ୭ଟା ୩୦ରୁ ୮ଟା ୧୦ପର୍ଯ୍ୟନ୍ତ ଦୁଇଟି ସୋ ଚାଲିବ । ପୂର୍ବରୁ ରାତି ୭ଟାରେ ବନ୍ଦ ହେଉଥିଲା ସୂର୍ଯ୍ୟମନ୍ଦିର । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.