ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରବିବାର ଶ୍ରୀମନ୍ଦିରରେ ଦଶହରା, ମହାପ୍ରଭୁଙ୍କ ସୁନାବେଶ

Published By : Rasmita Pradhan | October 12, 2024 10:14 AM

ପୁରୀ, ୧୨/୧୦ : ଶନିବାର ମା’ବିମଳାଙ୍କ ବିଶ୍ରାମ ପୂଜା। ରବିବାର ଶ୍ରୀମନ୍ଦିରରେ ଦଶହରା ପୂଜା । ଏହି ଅବସରରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ଶ୍ରୀମଦନମୋହନ, ଶ୍ରୀରାମ, ଶ୍ରୀକୃଷ୍ଣ ବୀରବେଶ ଧାରଣ କରି ଦଶହରା ପଦା (ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା) କୁ ବିଜେ ହେବେ । ରଥରେ ଦୁର୍ଗାମାଧବ ବିଜେ ହେବେ । ଦଶହରା ନୀତି ସାରି ଠାକୁରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ । ଶ୍ରଦ୍ଧାଳୁମାନେ ଶ୍ରୀବିଗ୍ରହଙ୍କ ସୁନା ବେଶ ଦର୍ଶନ ସହ ଦଶହରା ନୀତି ଦେଖିବାର ସୌଭାଗ୍ୟ ଲଭିବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.