ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ଧର୍ମେନ୍ଦ୍ରଙ୍କ ଚିକିତ୍ସା ପାଇଁ ଆମେରିକା ଯାଇନାହାଁନ୍ତି ସନି, ସାମ୍ନାକୁ ଆସିଲା କାରଣ

ନୂଆଦିଲ୍ଲୀ ୧୨/୦୯: 'ଗଦର ୨' ରିଲିଜ ହେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି ସନି ଦେଓଲ । ସନିଙ୍କ ସହ ସମଗ୍ର ଦେଓଲ ପରିବାର ମଧ୍ୟ ଆଜିକାଲି ଆଲୋଚନାରେ। ନିକଟରେ ଅଭିନେତା ଫିଲ୍ମର ସଫଳତା ପାର୍ଟିର ଆୟୋଜନ କରିଥିଲେ। ଫିଲ୍ମ ରିଲିଜ୍ ହେବା ପରେ ମଧ୍ୟ ସନ୍ନି 'ଗଦର ୨'ର ପ୍ରମୋସନ କରୁଛନ୍ତି। ଖାଲି ଦେଶରେ ନୁହେଁ ସନ୍ନି ବିଦେଶରେ ମଧ୍ୟ ତାଙ୍କ ଫିଲ୍ମକୁ ଖୁବ୍‌ ପ୍ରମୋସନ୍‌ କରୁଛନ୍ତି। ଏବେ ସନ୍ନି ଫିଲ୍ମର ଲଗାତାର ପ୍ରମୋସନ ମଧ୍ୟରେ ବ୍ରେକ୍‌ ନେଇଛନ୍ତି। ଅଭିନେତା ଏବେ ଆମେରିକା ଯାଇଛନ୍ତି।

ଅନେକ ରିପୋର୍ଟରେ ଦର୍ଶାଯାଇଛି ଯେ ତାଙ୍କ ପିତା ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନ ଥିବାରୁ ସନ୍ନି ବ୍ରେକ୍‌ ନେଇଛନ୍ତି ଏବଂ ଚିକିତ୍ସା ପାଇଁ ଆମେରିକା ଯାଇଛନ୍ତି, କିନ୍ତୁ ଏହା ସତ୍ୟ ନୁହେଁ। ଅଭିନେତାଙ୍କ ଟିମ୍‌ କହିଛି ଧର୍ମେନ୍ଦ୍ରଙ୍କ ଚିକିତ୍ସା ପାଇଁ ନୁହେଁ ବରଂ ତାଙ୍କ ପିତାଙ୍କ ସହ ଗୁଣାତ୍ମକ ସମୟ ଅତିବାହିତ କରିବାକୁ ସେ ଛୁଟିରେ ଯାଇଛନ୍ତି। ସେ କାଲିଫର୍ଣ୍ଣିଆରେ ଛୁଟି ଉପଭୋଗ କରୁଛନ୍ତି। ସେପ୍ଟେମ୍ବର ୧୬ରେ ସେ ଭାରତକୁ ଫେରିବେ। ତେବେ ଧର୍ମେନ୍ଦ୍ରଙ୍କ ଅସୁସ୍ଥତା ଦାବି ମିଥ୍ୟା, ସେ ଫିଟ୍ ଏବଂ ପରିବାର ସହିତ ଗୁଣାତ୍ମକ ସମୟ ବିତାଉଛନ୍ତି। 

bollywood
entertainment
sunnydeol

Copyright © 2022 - Summa Real Media Private Limited. All Rights Reserved.