PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଦାଗୀ ନେତାଙ୍କୁ ନିର୍ବାଚନ ଲଢ଼ିବାରୁ ରୋକିବା ପ୍ରସଙ୍ଗ: କେନ୍ଦ୍ର, ଇସିଙ୍କୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ୍‌

Image Courtesy: Bar and Bench

ନୂଆଦିଲ୍ଲୀ,୨୯/୦୯: ଜଘନ୍ୟ ଅପରାଧରେ ସମ୍ପୃକ୍ତ ଦାଗୀ ନେତାଙ୍କୁ ନିର୍ବାଚନ ଲଢ଼ିବାକୁ ନ ଦେବା ସଂକ୍ରାନ୍ତ ଏକ ଆବେଦନରେ ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାର ଓ ନିର୍ବାଚନ କମିଶନ (ଇସି)ଙ୍କୁ ନୋଟିସ୍‌ ଜାରି କରିଛନ୍ତି । ବିଚାରପତି କେ ଏଫ୍‌ ଯୋଶେଫ ଓ ହୃଷିକେଶ ରାୟଙ୍କ ଖଣ୍ଡପୀଠ ଏହି ମାମଲାରେ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ, ଗୃହ ମନ୍ତ୍ରଣାଳୟ ସମେତ ଇସିଙ୍କଠାରୁ ଜବାବ ମାଗିଛନ୍ତି ।

ସୁପ୍ରିମକୋର୍ଟରେ ହୋଇଥିବା ଏକ ଜନସ୍ୱାର୍ଥ ମାମଲାରେ କୁହାଯାଇଛି ଯେ ଲ’ କମିଶନ ଓ କୋର୍ଟ ଦେଇଥିବା ପୂର୍ବ ନିର୍ଦ୍ଦେଶ ଉପରେ ଏ ପର୍ଯ୍ୟନ୍ତ କେନ୍ଦ୍ର କୌଣସି ପଦକ୍ଷେପ ନେଇନାହିଁ । ଜଘନ୍ୟ ଅପରାଧରେ ଅଭିଯୁକ୍ତ ଥିବା ଲୋକଙ୍କୁ ନିର୍ବାଚନ ଲଢ଼ିବାକୁ ନ ଦେବା ପାଇଁ ସୁପାରିସ ହୋଇଥିଲା ।

ସମ୍ବନ୍ଧିତ ଖବର