PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆପଡା ସାଲେଭଟା ଛକରେ ରକ୍ତାକ୍ତ ଅବସ୍ଥାରେ ଯୁବକ-ଯୁବତୀ ଉଦ୍ଧାର
  • ||
  • ହାଇଦ୍ରାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ଗୁରୁତର ତ୍ରୁଟି, ହେଲିକପ୍ଟର ଉଡାଣ ଭରିବା କ୍ଷଣି ମଝି ଆକାଶରେ ଦେଖାଗଲା କଳା ବେଲୁନ୍, ୪ କଂଗ୍ରେସ କର୍ମୀ ଗିରଫ
  • ||
  • ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ଧସ୍ତାଧସ୍ତି
  • ||
  • ନୂଆପଡା ଉଦ୍ୟାନବନ୍ଧ କ୍ରିଷ୍ଣା ଛକରେ ଟ୍ରକ ଧକ୍କାରେ ୪ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : କଣ୍ଟାମାଳ ବ୍ଲକ୍ ମନମୁଣ୍ଡା ରେଞ୍ଜ୍ ଅନ୍ତର୍ଗତ ରତାଖଣ୍ଡି ସଂରକ୍ଷିତ ଜଙ୍ଗଲରେ ଫାଶରେ ପଡ଼ି ଏକ ଭାଲୁର ମୃତ୍ୟୁ
  • ||
  • କୋଲକାତା : ମାତ୍ର ୭୫ ଟଙ୍କା ପାଉଣା ଫେରସ୍ତ ଦାବିରେ ଦେଖାଦେଇଥିଲା ଅଶାନ୍ତି, ନମାଜ ପଢ଼ି ଫେରିବା ବାଟରେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା
  • ||
  • ଭୁବନେଶ୍ବର : ୨୦୧୯ ରୁ ୨୦୨୨ ମଧ୍ୟରେ ରାଜ୍ୟରେ ପଞ୍ଜିକୃତ ହୋଇଛି ୧୦ ହଜାର ୧୨୯ ଦୁଷ୍କର୍ମ ମାମଲା : ଗୃହରାଷ୍ଟ୍ର ମନ୍ତ୍ରୀ
  • ||
  • ଭୁବନେଶ୍ବର : ଜୁଲାଇ ୬ରେ ମାଟ୍ରିକ ପରୀକ୍ଷା ଫଳ ଘୋଷଣା । ଦିନ ୧ଟାରେ ପ୍ରକାଶ ପାଇପ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ।
  • ||
  • ଗୋଚ୍ଛାପଡ଼ା/ଫୁଲବାଣୀ : ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ଖପୁରି ୩ ବର୍ଷ ମଧ୍ୟରେ ପ୍ରତିରୋପଣ କରାଯିବ । ଦିଲ୍ଲୀ ଏମସ୍‌ ନ୍ୟୁରୋ ସର୍ଜରୀ ଡାକ୍ତର ଦୀପକ ଗୁପ୍ତାଙ୍କ ସୂଚନା ।
  • ||
  • ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅଲ୍ଲୁରୀ ସୀତାରାମ ରାଜୁଙ୍କ ପ୍ରତିମୂର୍ତ୍ତି କରିବେ ଉନ୍ମୋଚନ
  • ||
  • କୋଟପାଡ଼ : କୋଟପାଡ଼ ମୀନାବଜାରରେ ଦୋଳି ଖେଳୁଥିବା ବେଳେ ଜଣେ ନାବଳିକାଙ୍କ ହୃଦ୍‌ଘାତରେ ମୃତ୍ୟୁ
  • ||
  • ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ପୁଣିଥରେ ଏକନାଥଙ୍କ ବାଜିମାତ୍। ଫ୍ଳୋର ଟେଷ୍ଟରେ ବହୁମତ ହାସଲ କରିଛନ୍ତି ସିନ୍ଦେ। ସିନ୍ଦେଙ୍କୁ ୧୬୪ ସଦସ୍ୟ ସମର୍ଥନ କରିଥିବା ସୂଚନା।
  • ||
  • ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରମୁଣ୍ଡା ଛକ ବିଜୁ ଏକ୍ସପ୍ରେସ୍ ରାସ୍ତା କଡ଼ରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର କୁଲ୍ଲୁରେ ବସ୍ ଦୁର୍ଘଟଣା, ସ୍କୁଲ ପିଲାଙ୍କ ସମେତ ୧୬ଜଣଙ୍କର ମୃତ୍ୟୁ ଆଶଙ୍କା
  • ||
  • ନୂଆଦିଲ୍ଲୀ : ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ : ବିଜୟ ମୁକୁଟ ପିନ୍ଧିଲେ ସିନି ଶେଟ୍ଟୀ
  • ||
  • ନୂଆଦିଲ୍ଲୀ : ଭାଙ୍ଗିଗଲା ଆଲପାଇନ୍ ଗ୍ଲାସିୟରର ବିଶାଳ ଖଣ୍ଡ, ୫ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ରେଜଲ୍ଟ ପ୍ରକାଶ ନେଇ ବୋର୍ଡର ସମସ୍ତ ପ୍ରସ୍ତୁତି ଶେଷ, ସଚିବାଳୟରେ ଆଜି ନିଆଯିବ ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ବାଲିପାଟଣା : ବାଲିଘାଟକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ଆଇସିୟୁରେ ଭର୍ତ୍ତି ହେଲେ ଲାଲୁ ଯାଦବ, ପଡ଼ିଯିବା କାରଣରୁ ହୋଇଥିଲେ ଆହତ
  • ||
  • ଡେନମାର୍କ : ଡେନମାର୍କର ସପିଂ ମଲରେ ଫୁଟିଲା ଗୁଳି, ୩ଜଣଙ୍କର ମୃତ୍ୟୁ
  • ||

ସୁରଟ ଅଗ୍ନିକାଣ୍ଡ ମାମଲା: ୨୦ ଜଣ ପିଲାଙ୍କ ମୃତ୍ୟୁ, କୋଚିଂ ସେଣ୍ଟର ମାଲିକ ଗିରଫ,ବିଲ୍ଡର ଫେରାର

ସୁରଟ,୨୫।୫: ଗୁଜରାଟର ସୁରଟରେ ଅଗ୍ନିକାଣ୍ଡ ମାମଲାରେ ପୋଲିସ କୋଚିଂ ସେଣ୍ଟରର ସଞ୍ଚାଳକଙ୍କୁ ଗିରଫ କରିଛି। ଶୁକ୍ରବାର ହୋଇଥିବା ଏହି ଭୀଷଣ ଅଗ୍ନିକାଣ୍ଡରେ ୨୦ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇସାରିଛି, ଏହି ଛାତ୍ରଙ୍କ ମଧ୍ୟରେ ଅଧିକାଶଂ କିଶୋର ରହିଛନ୍ତି। ସୁରଟ ପୋଲିସ କମିଶନର ସତୀଶ ଶର୍ମା ଶନିବାର କହିଛନ୍ତି ସରଥାନା ଅଞ୍ଚଳରେ ବାଣିଜ୍ୟିକ ତକ୍ଷଶିଳା କମ୍ପଳେକ୍ସର ଦୁଇଜଣ ବିଲ୍ଡର ଫେରାର ଅଛନ୍ତି। ସେମାନେ କହିଛନ୍ତି, ପୋଲିସ ଗତକାଲି ରାତିରେ ୩ ଜଣ ଲୋକଙ୍କ ବିରୋଧରେ ଭାରତୀୟ ଦଣ୍ଡ ସଂହିତାର ବିଭିନ୍ନ ଧାରା ଅନୁସାରେ ପ୍ରାଥମିକ ମାମଲା ରୁଜୁ କରିଥିଲା। ଯେଉଁଥିରେ ୨ ଜଣ ବିଲ୍ଡରଙ୍କୁ ଓ କୋଚିଂ ସେଣ୍ଟର ପରିଚାଳକ ରହିଚନ୍ତି। ଆମେ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଗିରଫ କରିନେଇଛୁ। ଏହି ଘଟଣାରେ ଏପର୍ଯ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇସାରିଛି।

ଅଭିଯୁକ୍ତ କୋଚିଂ ସେଣ୍ଟର ମାଲିକଙ୍କ ପରିଚୟ ଭାର୍ବଗ ଭୁଟାନୀ ଓ ଦୁଇ ବିଲ୍ଡରଙ୍କ ପରିଚୟ ହର୍ଷୁଲ ଭେକାରିଆ ଓ ଜିଗ୍ନେଶ ପାଲିଓ୍ବାଲ ଭାବରେ ଜଣାପଡିଛି। ଶର୍ମାଙ୍କ କହିବା ଅନୁସାରେ ଆମେ ଭୁଟାନୀଙ୍କୁ ଗିରଫ କରିଛୁ। ବାକି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ତାଙ୍କ ସନ୍ଧାନରେ ରହିଛୁ। ଶୁକ୍ରବାର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଲାଗିବା ଘଟଣାରେ ଅଧିକାଂଶ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା ବେଳେ କିଛି ନିଆଁକୁ ବଞ୍ଚିବା ପାଇଁ ଝରକା ବାଟେ ତଳକୁ ଡେଉଁ ପଡିବା କାରଣରୁ ତାଙ୍କର ମଧ୍ୟ ମୃତ୍ୟୁ ହୋଇଛି। ରାଜ୍ୟ ସରକାର ଏହି ମାମଲାର ବିସ୍ତୃତ ତଦନ୍ତ କରିବାର ନିର୍ଦେଶ ଦେଇଛନ୍ତି।

ସମ୍ବନ୍ଧିତ ଖବର