ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଭତ୍ତା ପାଇଁ ବୃଦ୍ଧା ଗୁରୁଣ୍ଡି ଗୁରୁଣ୍ଡି ଯିବା ଘଟଣା: ସୁରେଖାଙ୍କୁ ମିଳିଲା ହ୍ୱିଲ ଚେୟାର

Published By : Suraj Kumar | June 5, 2025 6:27 PM

ପାଟଣାଗଡ,୫।୬ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ପଟାମୁଣ୍ଡା ପଞ୍ଚାୟତ ପାଣ୍ଡେସରା ଗାଁ ର ବିଧବା ବୃଦ୍ଧା ସୁରେଖା ନାଗ ଗତ ଶନିବାର ରାସ୍ତାରେ ଗୁରୁଣ୍ଡି ଗୁରୁଣ୍ଡି  ଭତ୍ତା ଆଣିବା ପାଇଁ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇଥିଲେ। ଏହି ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ପରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପରେ ଗତ ରବିବାର ବ୍ଳକ ପ୍ରଶାସନ ତରଫରୁ ପ୍ରଥମେ ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ଓ ପଟାମୁଣ୍ଡା ସରପଞ୍ଚଙ୍କ ସ୍ବାମୀ ସୁରେଖାଙ୍କ ଘରେ ପହଞ୍ଚିଥିଲେ। ଚଳିତ ମାସ ଠାରୁ  ହାତରେ ତାଙ୍କୁ ଭତ୍ତା ଟଙ୍କା ଦିଆଯିବ ବୋଲି ବିଏସଏସଓ  ପ୍ରତିଶ୍ରୁତି ଦେଇଥିଲେ। 

ଗୁରୁବାର ବିଡ଼ିଓ ସୁମନ୍ତ ମିଞ୍ଜ ସୁରେଖାଙ୍କ ଘରେ ପହଞ୍ଚି ଏକ ହ୍ୱିଲ ଚେୟାର ପ୍ରଦାନ କରିଥିଲେ। ଏଥି ସହ ଅନ୍ତୋଦୟ ଯୋଜନାରେ ଆବାସ ଗୃହ ଯୋଗାଇଦେବା ସହ   ତାଙ୍କ ସାଥିରେ ନେଇଥିବା ସ୍ବାସ୍ଥ୍ୟକର୍ମୀ ମାନଙ୍କ ଦ୍ଵାରା ବୃଦ୍ଧାଙ୍କ ସ୍ୱାସ୍ଥ୍ୟବସ୍ଥା ପରୀକ୍ଷା କରି  ଆବଶ୍ୟକ ଔଷଧପତ୍ର ଦେଇଥିବା ଜଣାପଡିଛି। ଅପର ପକ୍ଷରେ ଅନ୍ତୋଦୟ ଯୋଜନାରେ ଦିଆଯିବା ଥିବା ଆବାସ ଗୃହ ପାଇଁ ଜାଗା ମଧ୍ୟ ଚିହ୍ନଟ  କରିଥିବା ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.