ପ୍ରମୁଖ ଖବର
  • ସାଲେପୁର : ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ, ବେପାରୀ ଫେରାର
  • ||
  • ଚାନ୍ଦବାଲିରୁ ଶାହାଙ୍କ ହୁଙ୍କାର । ଚିଟଫଣ୍ଡ ଦୁର୍ନୀତିଖୋରଙ୍କୁ ଜେଲ ପଠାଇବୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବୁ
  • ||
  • ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ
  • ||
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

୨ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବିତ ସହ ଗିରଫ ନିର୍ଦ୍ଦେଶ ଦେଲେ ସିଇଓ

ଭୁବନେଶ୍ବର,୧୩।୫ : ଡ୍ୟୁଟିରେ ଗୁରୁତର ଅବହେଳା ପାଇଁ  ୨ ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ୨ ପ୍ରିଜାଇଡିଂ ଅଫିସରଙ୍କୁ ସସପେଣ୍ଡ ସହ ଗିରଫ କରିବାକୁ  ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସିଇଓ ସୂଚନା  ଦେଇଛନ୍ତି। ଛତ୍ରପୁରର ୨୭ ଓ ୧୬୩ ନଂ ବୁଥର ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ ଏହି  କାର୍ଯ୍ୟାନୁଷ୍ଠାନ ନିର୍ଦେଶ ଦିଆଯାଇଛି। ସେହିପରି ଗୋପାଳପୁରର ୧୯୩ ନଂ ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ମଧ୍ୟ ସସପେଣ୍ଡ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢନ୍ତୁ : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ : ଅପରାହ୍ନ ୩ଟା ସୁଦ୍ଧା କୋଟିଆରେ ୮୦%

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.