ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୨ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବିତ ସହ ଗିରଫ ନିର୍ଦ୍ଦେଶ ଦେଲେ ସିଇଓ

ଭୁବନେଶ୍ବର,୧୩।୫ : ଡ୍ୟୁଟିରେ ଗୁରୁତର ଅବହେଳା ପାଇଁ  ୨ ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ୨ ପ୍ରିଜାଇଡିଂ ଅଫିସରଙ୍କୁ ସସପେଣ୍ଡ ସହ ଗିରଫ କରିବାକୁ  ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସିଇଓ ସୂଚନା  ଦେଇଛନ୍ତି। ଛତ୍ରପୁରର ୨୭ ଓ ୧୬୩ ନଂ ବୁଥର ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ ଏହି  କାର୍ଯ୍ୟାନୁଷ୍ଠାନ ନିର୍ଦେଶ ଦିଆଯାଇଛି। ସେହିପରି ଗୋପାଳପୁରର ୧୯୩ ନଂ ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ମଧ୍ୟ ସସପେଣ୍ଡ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢନ୍ତୁ : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ : ଅପରାହ୍ନ ୩ଟା ସୁଦ୍ଧା କୋଟିଆରେ ୮୦%

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.