ପ୍ରମୂଖ ଖବର
  • ଗୁଳି ମାଡ଼ରେ ଏନସିପି ନେତା ବାବା ସିଦ୍ଦିକି ମୃତ
  • ||
  • ସମ୍ମାନ ବଞ୍ଚାଇ ପାରିଲା ନାହିଁ ବାଂଲାଦେଶ, ୧୩୩ ରନ୍‌ରେ ହରାଇଲା ଭାରତ
  • ||
  • ସୁଭଦ୍ରାରେ ତ୍ରୁଟି ଥିଲେ ଯିବ ଫୋନ୍‌ କଲ୍‌, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ମିଳିବ ଟଙ୍କା
  • ||
  • ଶ୍ରୀମନ୍ଦିରରେ ପଡିଲା ରକ୍ତଛିଟା, ମହାସ୍ନାନ କରିଲେ ମହାପ୍ରଭୁ
  • ||
  • ଦରମଗାଡ ନଦୀରେ ଭାସି ନିଖୋଜ ହୋଇଥିଲେ ମହିଳା, ଉଦ୍ଧାର ହେଲା ମୃତଦେହ
  • ||
  • ପିଆଜ ଦର ବୃଦ୍ଧିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା, ଖୁବ୍‌ ଶୀଘ୍ର କମିବ ଦର
  • ||
  • ଭୁବନେଶ୍ୱର : ପାର୍ବଣରେ ଅପରାଧ ନିୟନ୍ତ୍ରଣ ପାଇଁ କମିଶନରେଟ ପୋଲିସର ‘ଅପରେସନ ତ୍ରିଭୁଜ’
  • ||
  • ବଣାଇ : ପରିବା ବ୍ୟବସାୟୀଙ୍କ ଉପରେ ଚଢିଗଲା କାର୍‌, ବ୍ୟକ୍ତି ମୃତ
  • ||
  • କଟକରେ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କ ପାଇଁ କଲେ ସୁଖ ଏବଂ ସମୃଦ୍ଧି କାମନା
  • ||
  • ସମ୍ୱଲପୁର : ମହାନଦୀରେ ଦୁଇ ନାବାଳକ ଭାସିଯିବା ଘଟଣା: ୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ଯାଜପୁର : ବଙ୍ଗାଳୀ ସାହି ଦୁର୍ଗା ମଣ୍ଡପରୁ ଚୋରି, ମା'ଙ୍କ ରୁପା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ମଣ୍ଡପରେ ମା’ଙ୍କ ମହାନବମୀ, ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
  • ||

ସୁଭଦ୍ରା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଗାଁରୁ ସହର ବୁଲି ଲୋକଙ୍କୁ କରିବ ସଚେତନ

ଭୁବନେଶ୍ଵର, ୦୭/୦୯ : ରାଜ୍ୟରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ। ଭୁବନେଶ୍ଵର ମହାତ୍ମା ଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଏହାକୁ ଗ୍ରୀନ୍ ସିଗନାଲ ଦେଖାଇଛନ୍ତି। ଆସନ୍ତା ୧୬ ତାରିଖ ଯାଏଁ ରାଜ୍ୟବ୍ୟାପୀ ଗାଁରୁ ସହର ସବୁଠି ଏହି ସଚେତନତା ରଥ ବୁଲିବ। ଲୋକଙ୍କୁ ସୁଭଦ୍ରା ଯୋଜନା ବାବଦରେ ସଚେତନ କରାଇବ। ସେହିପରି ଅନ୍ୟ ଜିଲ୍ଲାମାନଙ୍କରେ ମନ୍ତ୍ରୀ, ବିଧାୟକ ଓ ସାଂସଦମାନେ ଏହି ସଚେତନତା ରଥର ଉଦଘାଟନ କରିବେ। 

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ଶେଷ ହିତାଧିକାରୀ ଯାଏଁ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଶୀଘର ସୁଭଦ୍ରା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସମୟ ସୀମା ନାହିଁ। ତେଣୁ ମୋ ସେବା କେନ୍ଦ୍ରରେ ଲମ୍ଵା ଧାଡ଼ିରେ ରହିବାକୁ ନିବୃତ୍ତ ରୁହନ୍ତୁ। 

ସୂଚନାନୁଯାୟୀ, ସେପ୍ଟେମ୍ଵର ୧୭ ତାରିଖରୁ ରାଜ୍ୟରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିବ ବିଜେପି ସରକାର। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.