Godabarish Adarsha School : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ସମୀକ୍ଷା , ଜମି ଚିହ୍ନଟ ପ୍ରକ୍ରିୟାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ
ଭୁବନେଶ୍ବର, ୮।୭ : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ନିର୍ମାଣ ପାଇଁ ଜମି ଚିହ୍ନଟ ପ୍ରକ୍ରିୟାରେ ବିଳମ୍ବ ହେଉଥିବାରୁ ମୁଖ୍ୟମନ୍ତ୍...