Police Encounter: ଡ୍ରଗ୍ସ ଡିଲର୍ ପୁପୁନ ମାଝୀକୁ ଏନକାଉଣ୍ଟର, ନିଶା ମାଫିଆକୁ ମାଡ଼ି ବସିଲା ସ୍ପେଶାଲ କ୍ରାଇମ୍ ୟୁନିଟ୍, ଗୁରୁତର ଅବସ୍ଥାରେ SCBରେ ଭର୍ତ୍ତି
ଭୁବନେଶ୍ବର, ୨୭/୦୫: ରାଜଧାନୀ ଭୁବନେଶ୍ବରରେ ନିଶା ମାଫିଆକୁ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ତଥା ଡ୍ରଗ୍ସ ଡିଲର୍ ପୁପୁନ ମାଝୀକୁ ଏନକାଉଣ୍ଟ...