ହାରାରେ, ୨୨/୦୭: ଘରୋଇ ଜିମ୍ବାୱେ ଓ ଭାରତ ମଧ୍ୟରେ ଆସନ୍ତା କାଲି ପ୍ରଥମ ଟି-ଟ୍ୱେଣ୍ଟି ଖେଳାଯିବ । ଶ୍ରେୟାସ ଆୟରଙ୍କ ନେତୃତ୍ୱାଧିନ ଭାରତୀୟ ଦଳ...