ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିରିଗିଡାର ସୁବର୍ଣ୍ଣ ଜୟନ୍ତୀ ସମାରୋହ; ପାଠପଢ଼ାରେ ବୈଷୟିକ ଜ୍ଞାନ ବ୍ୟବହାର ଉପରେ ଗୁରୁତ୍ବ ଦେବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର, ୨୮/୧୨: ସମସ୍ତଙ୍କ ପାଖରେ କିଛି ନା କିଛି ଲୁକ୍କାୟିତ ଗୁଣ ବା ପ୍ରତିଭା ରହିଛି। ତେଣୁ ପାଠ ପଢ଼ା ସହିତ ଏହି ଲୁଚି ରହିଥିବା ପ୍ରତିଭାକ...