ନୂଆଦିଲ୍ଲୀ,୦୪/୦୩; କ୍ରିକେଟ ଜଗତରୁ ଆସିଲା ଦୁଃଖଦ ଖବର । ଭାରତୀୟ କ୍ରିକେଟର ରିଙ୍କୁ ସିଂହଙ୍କ ପରେ ବାପାଙ୍କୁ ହରାଇଲେ ଆଉ ଜଣେ କ୍ରିକେଟର । ଶ୍...