ମହିଳା ଦୃଷ୍ଟିବାଧିତ ଟି-୨୦ ବିଶ୍ୱକପ୍ ୨୦୨୫ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ; ୪ ଜଣ ଖେଳାଳୀଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ
ଭୁବନେଶ୍ବର,୦୧/୧୨: ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା ଟି୨୦ ବିଶ୍ୱକପ୍ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦ...