ଉତ୍କଳ ଗୌରବ ମଧୁସୁଦନ ଦାସ ଜୟନ୍ତୀ: କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖମନ୍ତ୍ରୀ
କେନ୍ଦୁଝର,୨୮/୦୪: ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ...