Iskcon Ratha Yatra: ହାପୁରରେ ଅଦିନିଆ ରଥଯାତ୍ରା ପାଇଁ ଚାଲିଛି ପ୍ରସ୍ତୁତି, ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୧୯/୦୫: ପୁଣି ଅମାନିଆ ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ଏବଂ...