ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଝାରସୁଗୁଡ଼ାରେ ବିଜେପିର ବାଜିମାତ୍ : ଜିତିଲେ ଟଙ୍କଧର, ହାରିଲେ ଦୀପାଳୀ ଦାସ

ଝାରସୁଗୁଡ଼ା, ୦୪/୦୬ : ଝାରସୁଗୁଡ଼ାରେ ବିଜେପିର ବାଜିମାତ୍ । ହାରିଲେ ଦୀପାଳୀ ଦାସ । ୧୨ ଶହରୁ ଅଧିକ ଭୋଟ୍ ବ୍ୟବଧାନରେ ଜିତିଲେ ବିଜେଡି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ । ଯାହାକୁ ନେଇ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି।

ଚଳିତ ବର୍ଷ ନିର୍ବାଚନରେ ଝାରସୁଗୁଡ଼ା ବିଧାନସଭା ଆସନରେ ୮ ଜଣ ପ୍ରାର୍ଥୀ ମଇଦାନରେ ଥିଲେ। ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଏବଂ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଥିଲା। ଶେଷରେ ବାଜି ମାରିଛନ୍ତି ଟଙ୍କଧର ତ୍ରିପାଠୀ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.