ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ପ୍ରାଥମିକ ଶିକ୍ଷକଙ୍କ ସାମୁହିକ ଗଣଧାରଣା, ବିଭିନ୍ନ ବିଦ୍ୟାଳୟରେ ତାଲା, ଅଭିଭାବକ ମହଲରେ ଅସନ୍ତୋଷ

କେନ୍ଦୁଝର ସଦର, ୧୫/୯ ; ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ଆହ୍ୱାନ କ୍ରମେ ରାଜ୍ୟବ୍ୟାପି ପ୍ରାଥମିକ ଶିକ୍ଷକ ସଙ୍ଘ ତିନି ଦଫା ଦାବି ନେଇ ଶାନ୍ତିପୂର୍ଣ୍ଣ ସହିତ ସାମୁହିକ ଗଣଧାରଣା ଦେଇଛନ୍ତି। ଏହି କ୍ରମରେ କେନ୍ଦୁଝର ସଦରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବିଇଓ ଅଫିସ୍ ସମ୍ମୁଖରେ ଧାରଣାରେ ବସିଛନ୍ତି। ତେବେ ଶିକ୍ଷକ ଶିକ୍ଷୟିତ୍ରୀ ଧାରଣାରେ ବସିବା ଯୋଗୁଁ ବିଭିନ୍ନ ବିଦ୍ୟାଳୟରେ ତାଲା ଝୁଲୁଛି। କେତେକ ବିଦ୍ୟାଳୟରେ ବିନା ଶିକ୍ଷକରେ ପିଲାମାନେ ଶ୍ରେଣୀ ଗୃହରେ ବସି ପାଠ ପଢ଼ୁଛନ୍ତି। ଯାହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.