ପ୍ରମୁଖ ଖବର
  • ଚଣ୍ଡିଗଡ଼ ମେୟର ନିର୍ବାଚନ: ଆପ୍‌ ପ୍ରାର୍ଥୀ ବିଜୟୀ , ଫଳାଫଳ ଘୋଷଣା କଲେ ସୁପ୍ରିମକୋର୍ଟ
  • ||
  • ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ: ଇଣ୍ଡିଆନ୍ ସ୍କ୍ବାର୍ଡକୁ ଫେରିବେ କେ.ଏଲ୍‌ ରାହୁଲ
  • ||
  • କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ ଘଟଣା, ନଗର କଂଗ୍ରେସ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ମଙ୍ଗଳବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଲୋକାର୍ପଣ ହେବ ସ୍କିଲ୍‌ ଇଣ୍ଡିଆ ସେଣ୍ଟର
  • ||
  • ମାଟ୍ରିକ୍ ପରୀକ୍ଷା ପୂର୍ବରୁ ଝୁଲିପଡିଲେ ଛାତ୍ର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୪-୨୫ ପର୍ବପର୍ବାଣୀ ତାଲିକା ପ୍ରକାଶ: ଜୁନ୍‌ ୨୨ରେ ସ୍ନାନ ଯାତ୍ରା, ଜୁଲାଇ ୭ରେ ଶ୍ରୀଗୁଣ୍ଡିଚା
  • ||
  • ରାଜ୍ୟର ୯୬ ଲକ୍ଷ ପରିବାରକୁ ମିଳିବ ହଜାରେ ଲେଖାଏଁ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ବୁର୍ଜା ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ଜୀବନ, ୨ ଆହତ
  • ||
  • ମଙ୍ଗଳବାର ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଗଙ୍ଗାଧର ସେଚ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ମାଘରେ ବଢ଼ୁଛି ତାତି: ଟିଟଲାଗଡ଼ ପାଲଟିଲାଣି ତତଲା ସହର, ୩୬ ଡିଗ୍ରୀ ପାର୍ ତାପମାତ୍ରା, ୨୪ରୁ ଘଡଘଡି ସହ ବର୍ଷା ସମ୍ଭାବନା
  • ||
  • ମଙ୍ଗଳବାରଠୁ ମାଟ୍ରିକ ପରୀକ୍ଷା: ୫ଲକ୍ଷ ୫୧ ହଜାର ୬୨୧ଛାତ୍ରଛାତ୍ରୀ ଦେବେ ପରୀକ୍ଷା, କପି ଜଗିବ AI କ୍ୟାମେରା
  • ||

ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଦଳର ସଭାପତିଙ୍କୁ ପଠାଇଛନ୍ତି ଇସ୍ତଫାପତ୍ର

ଭୁବନେଶ୍ୱର ୦୯/୦୨: ଇସ୍ତଫା ଦେଲେ ତେଲକୋଇ ବିଧାୟକ ତଥ‌ା ମନ୍ତ୍ରୀ ପ୍ରେମାନନ୍ଦ ନାୟକ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ। ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ  ଚିଠି ଲେଖି ଇସ୍ତଫା ଦେଇଛନ୍ତି।

ଗତ ୧୨ ଅକ୍ଟୋବର ୨୦୨୩ରୁ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି । ତେବେ ସାଧାରଣ ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ପ୍ରେମାନନ୍ଦଙ୍କ ଇସ୍ତଫାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ଆହୁର କେହି କେହି କହିଛନ୍ତି ଇସ୍ତଫା ଦେବା ପରେ ପ୍ରେମାନନ୍ଦ ଅନ୍ୟ କୌଣସି ଦଳରେ ସାମିଲ ହେବେ କି? ଯଦି ସାମିଲ ହେବେ ତେବେ କେଉଁ ଦଳରେ ବୋଲି ଯିବେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । 

ସୂଚନା ମୁତାବକ, ୨୦୦୯ରେ ପ୍ରଥମ ଥର ତେଲକୋଇରୁ ବିଧାୟକ ହୋଇଥିଲେ। ୨୦୧୯ରେ ଦ୍ୱିତୀୟ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଦ୍ୱିତୀୟ ଥର ବିଧାୟକ ହେବା ପରେ ପ୍ରେମାନନ୍ଦ ନାୟକଙ୍କୁ ମନ୍ତ୍ରୀପଦ ମିଳିଥିଲା। ୨୦୨୨ରେ ମନ୍ତ୍ରିମଣ୍ଡଳ ଅଦଳବଦଳରେ ମନ୍ତ୍ରୀପଦରୁ ବାଦ୍‌ ପଡ଼ିଥିଲେ।



News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.