ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୫ ଦିନ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର, ୪୩ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ତାତି

ଭୁବନେଶ୍ବର,୧୫।୪ ତାତିରୁ ନାହିଁ ନିସ୍ତାର। ଆଗାମୀ ୫ ଦିନ ପର୍ଯ୍ୟନ୍ତ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୭ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଆହୁରି ବଢିବ ତାପମାତ୍ରା। ୪୩ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ତାତି। ବଲାଂଗୀର, ଟିଟଲାଗଡ଼, ବୌଦ୍ଧରେ ସବୁଠୁ   ଅଧିକ ତାପମାତ୍ରା ଅନୁଭୂତ ହେବା ନେଇ ଆକଳନ କରିଛି ବିଭାଗ। ଅସ୍ୱାଭାବିକ ସ୍ଥିତି ଏବେ ୫ ଦିନ ପର୍ଯ୍ୟନ୍ତ ରହିବ। ଆଗାମୀ ୫ଦିନ ଯାଏ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବଢିବ।।

ରାଜ୍ୟରେ ଶୁଷ୍କ ବାୟୁ ପ୍ରବେଶ କରୁଚି। ତେଣୁ ତାପମତ୍ର ବଢିବ ୫ ଦିନ।  ୧୫ତାରିଖ ପାଇଁ ଭଦ୍ରକ,କେନ୍ଦ୍ରାପଡା, କେନ୍ଦୁଝର, ଯାଜପୁର ବାଲେଶ୍ୱର, ଖୋର୍ଧା, କଟକ, ୧୬ ତାରିଖ ପାଇଁ  ମାଲକାନଗିରି, କୋରାପୁଟ, କନ୍ଧମାଳ, କେନ୍ଦ୍ରାପଡା, ଢେ଼ଙ୍କାନାଳ ନୟାଗଡ଼ ସେହିପରି  ୧୭ ତାରିଖ ମାଲକାନଗିରି, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡା , ବୌଦ୍ଧ, ଖୋର୍ଧା  ଏବଂ ୧୮ ଏପ୍ରିଲ  ବଲାଂଗୀର୍ , କେଉଁଝର, ବୌଦ୍ଧରେ ଅଧିକ ତାପମାତ୍ର ରେକର୍ଡ ହୋଇପାରେ  ବୋଲି ଆଲର୍ଟ ଜାରି କରିଛି ବିଭାଗ। 

  • prameyanews
  • PrameyaOdia
  • prameya
  • Heat Wave
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.