ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସାଢ଼େ ୨ଟା ସୁଦ୍ଧା ରାଜଧାନୀରେ ୪୫ ଡିଗ୍ରୀ ଡେଇଁଲା ତାତି, ବାଲେଶ୍ୱରରେ ପାରଦ ୪୬ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର, ୩୦।୪: ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସହରବାସୀ । ରେକର୍ଡ କଲା ଭୁବନେଶ୍ୱର ତାତି । ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ପାରଦ ୪୫.୫ ଡିଗ୍ରୀ ରେକର୍ଡ । ପ୍ରଥମ ଥର ପାଇଁ ଭୁବନେଶ୍ୱର ତାତି ୪୫ ଡିଗ୍ରୀ ଡେଇଁଲା ରାଜଧାନୀ ତାତି । ବାଲେଶ୍ୱରରେ ଅଗ୍ନିବର୍ଷା । ବାଲେଶ୍ୱରରେ ୪୬ ଡିଗ୍ରୀ ଛୁଇଁଲା ତାତି । ୪୬ ଡିଗ୍ରୀ ସହ ବାଲେଶ୍ୱର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର । 

  • prameyanews
  • PrameyaOdia
  • prameya
  • Heat Wave
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.