ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

Published By : Harapriya Sethi | November 23, 2024 9:20 AM

ଝାରସୁଗୁଡ଼ା,୨୩/୧୧: ବେହେରାପାଲିରେ ଥିବା ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜ ନାମକ ପାଇପ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ । ଏହି ଅଗ୍ନିକାଣ୍ଡରେ ଅନେକ କ୍ଷତି ହୋଇଥିବା ବେଳେ ଜନଜୀବନ ହାନି ହୋଇ ନଥିବା ଡଣାପଡ଼ିଛି । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଝାରସୁଗୁଡ଼ାର ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜରେ ଏଭଳି ଭୟାବହ ଅଗ୍ନିକାଣ୍ଡ ଘଟିଛି । 

ସୂଚନା ମୁତାବକ, ଶନିବାର ସକାଳୁ ପାଇପ କାରଖାନାର ଅଳିଆ ଗଦାରେ ନିଆଁ ଲାଗି ଧୂଆଁମୟ ହୋଇଥିଲା ପରିବେଶ । ଧୀରେ ଧୀରେ ନିଆଁ କାରଖାନାକୁ ବ୍ୟାପିବାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନିଆଁ ଲାଗି କାରଖାନାରେ ଅନେକ କ୍ଷତି ହୋଇଥିଲା । କିନ୍ତୁ ସୌଭାଗ୍ୟବଶତଃ ଜନଜୀବନ ହାନି ହୋଇନାହିଁ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଝାରସୁଗୁଡା ଅଗ୍ନିଶମ ବାହିନୀର ଦୁଇଟି ଗାଡି ଏବଂ ବେଦାନ୍ତ କାରଖାନା ଅଗ୍ନିଶମ ବାହିନୀ ଏକ ଟିମ୍ ପହଞ୍ଚି ଥିଲା । ସେଠାରେ ପହଞ୍ଚି ଦୁଇ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.