ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଚୈତ୍ର ପୂର୍ଣ୍ଣିମାରେ ୧୨୪ତମ ସମୁଦ୍ର ଆଳତୀ

Published By : Gurupada Nath | March 14, 2025 9:12 PM

ଗୋପାଳପୁର ,୧୪/୩ : ଶ୍ରୀ ପୁରୁଷୋତ୍ତମ ଜଗନ୍ନାଥ ଚେତନା ଅଧିଷ୍ଠାନ ଏବଂ ଗୋପାଳପୁର ଜଗନ୍ନାଥ ପରିଚାଳନା କମିଟି ମିଳିତ ଆନୁକୂଲ୍ୟରେ ଚୈତ୍ର ପୂର୍ଣ୍ଣିମା ଅବସରରେ ୧୨୪ ତମ ସମୁଦ୍ର ଆଳତୀ ବେଳାଭୂମିରେ ଅନୁଷ୍ଠିତ ହୋଇଯାଇଛି l 

ଏଥିରେ ବରୁଣ ପୂଜା ସହ ଆଳତୀ ଓ ଆଧ୍ୟାତ୍ମିକ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ପୁରୁଷୋତ୍ତମ ଜଗନ୍ନାଥ ଚେତନା ଅଧିଷ୍ଠାନର ସଭାପତି ପଦ୍ମ ଚରଣ ଦାଶ, ସମାଜସେବୀ ପଞ୍ଚୁ ବେହେରା, ସୋରଡ଼ାର ଦେବଦତ୍ତ ସିଂଦେବ, ବିନୋଦ ଦାଶ, ବାପୁଜୀ ଅଧିକାରୀ, କlଳୁ ରଣାଙ୍କ ସମେତ ବହୁ ଭକ୍ତ ଓ ପର୍ଯ୍ୟଟକ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.