ପ୍ରମୂଖ ଖବର
  • ଭାପୁର : ବ୍ରିଜ ନିର୍ମାଣ ବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକ ମୃତ, ଜଣେ ଆହତ
  • ||
  • ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ, ଲକ୍ଷେ ୫ ହଜାର ଟଙ୍କାର ଜରିମାନା
  • ||
  • ଛତ୍ରପୁର : ହୁମା ନିକଟ ଜାତୀୟ ରାଜପଥ ଉପରେ ଲୁଟ୍‌ ଉଦ୍ୟମ, କାର୍‌ ଉପରକୁ ୮ରାଉଣ୍ଡ ଗୁଳିମାଡ଼ କଲେ ଦୁର୍ବୃତ୍ତ
  • ||
  • ଆଇଏସ୍‌ଏଲ୍‌ ୨୦୨୪: ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ମୁମ୍ବାଇ ସିଟିକୁ ଭେଟିବ ଓଡ଼ିଶା ଏଫ୍‌ସି
  • ||
  • ରାଉରକେଲା ରେଳ ଷ୍ଟେସନରୁ ୫୮କେଜି ରୂପା ଜବତ, ଜିଏସ୍‌ଟି ବିଭାଗକୁ ହସ୍ତାନ୍ତର କଲା ଜିଆରପି
  • ||
  • ଟାଙ୍ଗୀ : ନିମ୍ୱ ଗଛରୁ ବୋହୁଛି କ୍ଷୀର, ଗଛକୁ ପୂଜା କରୁଛନ୍ତି ଲୋକେ
  • ||
  • ହାଇଦ୍ରାବାଦରେ ଅଲ୍ଲୁଅର୍ଜୁନଙ୍କ ପୁଷ୍ପା-୨ ପ୍ରିମିୟର ଶୋରେ ଦଳାଚକଟା, ମହିଳା ମୃତ,ଏକାଧିକ ଆହତ
  • ||
  • ମନି ଲଣ୍ଡରିଂ ମାମଲାରେ ଆଇଏସ ସଂଞ୍ଜୀବ ହଂସଙ୍କ ବଢିଲା ଅଡୁଆ, ୧୩ ସ୍ଥାନରେ ରେଡ଼୍
  • ||
  • ଶିମିଳିପାଳରେ ଶିକାରୀଙ୍କୁ ଧରିଲା ଏଆଇ କ୍ୟାମେରା, ୩ ଅଭିଯୁକ୍ତ ଗିରଫ
  • ||
  • ଓୟୁଏଟି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମହାମହିମ, ସନ୍ଧ୍ୟାରେ ଜୁଡିସିଆଲ କମ୍ପେ୍ଲକ୍ସର କରିବେ ଉଦ୍‌ଘାଟନ
  • ||
  • ମହାରାଷ୍ଟ୍ର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ଶପଥ ଉତ୍ସବରେ ହେବେ ସାମିଲ
  • ||
  • ଭଦ୍ରକ : ବେକରେ ଛୁରୀ ଲଗାଇ ଲୁଟ୍‌ କଲେ ୬ ଦୁର୍ବୃତ୍ତ, ପରିବାରର ୪ ସଦସ୍ୟ ଆହତ
  • ||
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡ଼ନବିସ; ଅଜିତ, ସିନ୍ଦେ ଉପ ମୁଖ୍ୟମନ୍ତ୍ରୀ
  • ||
  • ଶନିବାରଠାରୁ ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ, ୨ରୁ ୪ ଡିଗ୍ରୀ କମିବ ତାପମାତ୍ରା
  • ||
  • ଭଦ୍ରକ : କାର୍‌ରୁ ୯ ଗୋରୁ ଉଦ୍ଧାର, ୨ ଗିରଫ
  • ||

ବୁଧବାର ହେବ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ, ୨୬/୧୧ : ଆସନ୍ତା ୨୭ ତାରିଖ ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। 

ସୂଚନାନୁଯାୟୀ, ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.