ପ୍ରମୂଖ ଖବର
  • ଭୁବନେଶ୍ଵର : ୨୨ରୁ ବଜେଟ ଅଧିବେଶନ, ସରକାର ବନାମ ନବୀନଙ୍କ ଛାୟା ମନ୍ତ୍ରିମଣ୍ଡଳ ଲଢ଼େଇ
  • ||
  • ଆଜି ରସଗୋଲା ଦିବସ, ଜିଆଇର ୫ ବର୍ଷ ପରେ ବ୍ରାଣ୍ଡିଂ ନାହିଁ, ସରକାର ନିରବ
  • ||

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିଲା ବାଇକ୍, ଜଣେ ମୃତ

ଜଳେଶ୍ଵର, ୨୯/୦୬ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିଲା ବାଇକ୍। ଘଟଣାସ୍ଥଳରେ ବାଇକ୍ ଆରୋହୀ ମୃତ। ସିଂଲା ଥାନା ଅନ୍ତର୍ଗତ ଲଙ୍ଗଳେଶ୍ଵର-ଜାମଶୁଳୀ ରାସ୍ତାର ବୁଡିଆଂ ଛକରେ ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ସିଂଲା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି। ମୃତକ ଜଣକ ରୂପ୍ସା ଥାନା ଅନ୍ତର୍ଗତ ଆଙ୍କୋ ଗ୍ରାମର ବୋଲି ଜଣାପଡିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.