ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

କଣାସ, ୦୭/୦୫ : ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର । କଣାସ ଥାନା ଅନ୍ତର୍ଗତ ଗଡଶାହି ଗାଁ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ହେଲେ କଣାସ ଗଡ଼ଶାହି ଗ୍ରାମର କୁନା ମିଶ୍ରଙ୍କ ପୁଅ ଦେବୀ ପ୍ରସାଦ ମିଶ୍ର (୨୦ବର୍ଷ) ।

ସୂଚନାନୁଯାୟୀ, ଦେବୀ ପ୍ରସାଦ ମିଶ୍ର କ୍ୟାନ୍ସର ରୋଗରେ ପୀଡ଼ିତ ଥିଲେ। କିଛିଦିନ ପୂର୍ବେ ହସ୍ପିଟାଲରୁ ଚିକିତ୍ସିତ ହୋଇ ଗାଁକୁ ଫେରିଥିଲେ । ଦୁଇ ଦିନ ହେବ ନିଖୋଜ ହୋଇଯାଇଥିବାରୁ ଘର ଲୋକେ ତାଙ୍କୁ ଖୋଜାଖୋଜି କରୁଥିଲେ। ଆଜି ସକାଳୁ ଗାଁ ଲୋକେ ପୋଖରୀ ବାଟ ଦେଇ ଯିବା ବେଳେ ଦେବୀ ମରି ଭାସୁଥିବାର ଦେଖିବାକୁ ପାଇଥିଲେ । ଗ୍ରାମବାସୀ କଣାସ ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ କଣାସ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.