ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

କଣାସ, ୦୭/୦୫ : ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର । କଣାସ ଥାନା ଅନ୍ତର୍ଗତ ଗଡଶାହି ଗାଁ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ହେଲେ କଣାସ ଗଡ଼ଶାହି ଗ୍ରାମର କୁନା ମିଶ୍ରଙ୍କ ପୁଅ ଦେବୀ ପ୍ରସାଦ ମିଶ୍ର (୨୦ବର୍ଷ) ।

ସୂଚନାନୁଯାୟୀ, ଦେବୀ ପ୍ରସାଦ ମିଶ୍ର କ୍ୟାନ୍ସର ରୋଗରେ ପୀଡ଼ିତ ଥିଲେ। କିଛିଦିନ ପୂର୍ବେ ହସ୍ପିଟାଲରୁ ଚିକିତ୍ସିତ ହୋଇ ଗାଁକୁ ଫେରିଥିଲେ । ଦୁଇ ଦିନ ହେବ ନିଖୋଜ ହୋଇଯାଇଥିବାରୁ ଘର ଲୋକେ ତାଙ୍କୁ ଖୋଜାଖୋଜି କରୁଥିଲେ। ଆଜି ସକାଳୁ ଗାଁ ଲୋକେ ପୋଖରୀ ବାଟ ଦେଇ ଯିବା ବେଳେ ଦେବୀ ମରି ଭାସୁଥିବାର ଦେଖିବାକୁ ପାଇଥିଲେ । ଗ୍ରାମବାସୀ କଣାସ ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ କଣାସ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.