ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ଅଜଣା ଯୁବକଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ଭୁବନ, ୧୨।୫: ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ୱାର୍ଡ-୨ର ଲୁଣିଖିଆ ମୌଜାରେ ଏକ ଅଜଣା ଯୁବକଙ୍କ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଛି ଛାନଭିନ୍ ଆରମ୍ଭ କରିଛି । ତେବେ ମୃତ ଯୁବକ କେଉଁ ଅଞ୍ଚଳର ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । ପାରିପାର୍ଶିକ ଘଟଣାରୁ ମୃତ ଯୁବକଙ୍କ ବେକରେ ଦଉଡ଼ିର କଳା ଦାଗ ଥିବା ଦେଖିବାକୁ ମିଳିଛି । ତେବେ ଘଟଣାରୁ କେହି ଦୁର୍ବୃତ୍ତ ଯୁବକଙ୍କୁ ହତ୍ୟା କରି ସେଠାରେ ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସର ତଦନ୍ତ ପରେ ପ୍ରକୃତ ଘଟଣା କ’ଣ ଜଣାପଡ଼ିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.