ପ୍ରମୂଖ ଖବର
  • ଜୁଲାଇ ୨୨ରେ ସଂସଦର ବଜେଟ ଅଧିବେଶନ, ୨୧ରେ ସର୍ବଦଳୀୟ ବୈଠକ ଡାକିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ
  • ||
  • ବଲାଙ୍ଗୀର:ଓଲଟିଲା ପରିବା ବୋଝେଇ ପିକଅପ ଗାଡି, ଜଣେ ଗୁରୁତର ୫ ଆହତ
  • ||
  • ଶ୍ରୀଲଙ୍କା ଗସ୍ତ ପାଇଁ ଆଜି ଦଳ ଘୋଷଣା, ଟି-ଟ୍ୱେଣ୍ଟି ଅଧିନାୟକ ମୁଖ୍ୟ ଦାବିଦାର ସୂର୍ଯ୍ୟକୁମାର ଯାଦବ
  • ||
  • ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା: ଆସନ୍ତା ୨୧ରୁ ୩୧ ତାରିଖ ଯାଏଁ ଚାଲିବ
  • ||
  • ସୁନାବେଶରେ ଦର୍ଶନ ଦେବେ ବ୍ରହ୍ମାଣ୍ଡନାଥ,୧୩୮ ପ୍ରକାର ରତ୍ନଖଚିତ ଅଳଙ୍କାର ଲାଗି ହେବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବର୍ଷାରେ ଭିଜିବ ଓଡ଼ିଶା, ଆଗାମୀ ୪ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି, ଶୁକ୍ରବାର ପୁଣି ଲୁଘଚାପ
  • ||

ଅଜଣା ଯୁବକଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ଭୁବନ, ୧୨।୫: ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ୱାର୍ଡ-୨ର ଲୁଣିଖିଆ ମୌଜାରେ ଏକ ଅଜଣା ଯୁବକଙ୍କ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଛି ଛାନଭିନ୍ ଆରମ୍ଭ କରିଛି । ତେବେ ମୃତ ଯୁବକ କେଉଁ ଅଞ୍ଚଳର ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । ପାରିପାର୍ଶିକ ଘଟଣାରୁ ମୃତ ଯୁବକଙ୍କ ବେକରେ ଦଉଡ଼ିର କଳା ଦାଗ ଥିବା ଦେଖିବାକୁ ମିଳିଛି । ତେବେ ଘଟଣାରୁ କେହି ଦୁର୍ବୃତ୍ତ ଯୁବକଙ୍କୁ ହତ୍ୟା କରି ସେଠାରେ ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସର ତଦନ୍ତ ପରେ ପ୍ରକୃତ ଘଟଣା କ’ଣ ଜଣାପଡ଼ିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.