PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ପୋଲ ତଳୁ ମିଳିଲା ଛାତ୍ରଙ୍କ ମୃତଦେହ

ପଟ୍ଟାମୁଣ୍ଡାଇ, ୨୩/୯ : ପଟ୍ଟାମୁଣ୍ଡାଇ ଅନ୍ତର୍ଗତ ବ୍ରାହ୍ମଣୀ ନଦୀର ପତ୍ରପୁର ପୋଲ ତଳୁ ଉଦ୍ଧାର ହୋଇଛି ହଷ୍ଟେଲ ଛାତ୍ରଙ୍କ ମୃତଦେହ । ମୃତ ଛାତ୍ର ଜଣକ ଶଙ୍ଖପଦା ଗାଁର ଯୁକ୍ତ ୩ପ୍ରଥମ ବର୍ଷର ଛାତ୍ର ବୋଲି ଜଣାପଡ଼ିଥିବାବେଳେ ତାଙ୍କ ନାମ ପବିତ୍ର ସେଠି ।

ରାତିରେ ମା’ ସହ ବଚସା ପରେ ଆତ୍ମହତ୍ୟା ଧମକ ଦେଇ ପବିତ୍ର ଆସିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧିତ ଖବର