PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩୧ ପଜିଟିଭ୍ ଚିହ୍ନଟ
  • ||
  • କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍, ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା
  • ||
  • କେନ୍ଦୁଝର : ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା
  • ||
  • କୋରାପୁଟ : ବିଜୁଳି ଘଡ଼ଘଡ଼ିରେ ଭୁଶୁଡ଼ିଲା କୋରାପୁଟର ଜେଇଏଲ୍ ଚର୍ଚ୍ଚ
  • ||
  • ବ୍ରହ୍ମପୁର : କାର୍‌ରୁ ୩ କେ.ଜି ସୁନା ଏବଂ ୧୭ କେ.ଜି ରୂପା ଜବତ, ୩ ଅଟକ
  • ||

ରାସ୍ତାକଡ଼ରେ ପଡିଛି ମୃତଦେହ : ଗୋଟିଏ ଦିନ ବିତିଗଲାଣି, ମିଳୁନି ଯୁବକଙ୍କ ପରିଚୟ

ପଟ୍ଟାମୁଣ୍ଡାଇ ୧୩।୮ : ରାସ୍ତାକଡ଼ରେ ପଡିଛି ମୃତଦେହ। ପଟ୍ଟାମୁଣ୍ଡାଇ ଗୋଗୁଆ ଛକ ନିକଟରେ ପଡିଛି ଯୁବକଙ୍କ ମୃତଦେହ। ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି।

ସୂଚନାଯୋଗ୍ୟ ଯେ, ଗତକାଲିଠାରୁ ରାସ୍ତାକଡ଼ରେ ଜଣେ ଯୁବକଙ୍କର ମୃତଦେହ ପଡ଼ିରହିଛି। ଦୁର୍ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଗୋଟେ ଦିନ ବତିଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ। ପଟ୍ଟାମୁଣ୍ଡାଇ ପୋଲିସର ତଦନ୍ତ ଜାରି ରହିଛି।