ପ୍ରମୂଖ ଖବର
  • କଟକ : ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ
  • ||
  • ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ, ଦାୟିତ୍ବ ନେଲେ ଭି. ନାରାୟଣନ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବୈତରଣୀରେ ପକାଇବେ ମକର ବୁଡ଼
  • ||
  • ଶ୍ରୀଲିଙ୍ଗରାଜ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ବିବାଦ, ରାତି ୮ଟାରୁ ପ୍ରଭୁଙ୍କ ନୀତିକାନ୍ତି ବନ୍ଦ
  • ||
  • ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି, ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ହେବ ସ୍ୱତନ୍ତ୍ର ବେଶ
  • ||
  • ରାଜ୍ୟରେ ସାମାନ୍ୟ କମିଲା ଶୀତ, ୪ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ନାହିଁ
  • ||

ମୋହନା ଗଣି ଛକରେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

Published By : Prameya | May 12, 2024 11:00 AM

ମୋହନା, ୧୨।୫: ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ । ଗଜପତି ଜିଲ୍ଲା ମୋହନା ପୋଲିସ ଏହି ମୃତଦେହ ଜବତ କରିଥିବା ସୂଚନା l  ଗଣି ଛକରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବା ମୋହନା ପୋଲିସ ଖବର ପାଇଥିଲା l ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ କରୁଛି l ଗଛ ମୂଳରେ ଏକ ଅଟୋ ଥିବା ବେଳେ ମୃତ ଯୁବକ ଜଣକ ଗଞ୍ଜାମ ଦିଗପହଣ୍ଡି ଥାନା ଚଞ୍ଚଡାପଲି ଗାଁର ପିଣ୍ଟୁ ପାତ୍ର ବୋଲି ଜଣାପଡ଼ିଛି l

 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.