ପ୍ରମୂଖ ଖବର
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

Published By : Prameya | May 1, 2024 10:55 AM

ବଡ଼ବିଲ, ୦୧/୦୫ : ବଡ଼ବିଲ ବଙ୍ଗଳା ଛକ ମାଉସୀ ମା' ମନ୍ଦିର ନିକଟରେ ଥିବା ଏକ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର। ବୁଧବାର ସକାଳୁ କୂଅରେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖି ଲୋକେ ବଡ଼ବିଲ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଛି। 

ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ତେବେ କେଉଁ ପରିସ୍ଥିତିରେ ଯୁବକ ଜଣକ କୂଅ ପାଣିରେ ବୁଡ଼ିଗଲେ ତାହା ଜଣାପଡି ନାହିଁ । କୂଅ ନିକଟରେ ଯୁବକଙ୍କ ପ୍ୟାଣ୍ଟ୍ ସାର୍ଟ ରହିଥିଲା ବେଳେ, ସମ୍ଭବତ ଗାଧୋଇବାକୁ ଯାଇ କୂଅରେ ପଡ଼ି ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ବଡ଼ବିଲ ପୋଲିସ୍ ମୃତକଙ୍କ ପରିଚୟ ଖୋଜିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.