ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବସ୍; ଏକାଧିକ ଯାତ୍ରୀ ଆହତ, ଉଦ୍ଧାର କାର୍ଯ୍ୟ ଜାରି

ବ୍ରହ୍ମଗିରି, ୨୫।୮: ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବସ୍ । ଫାଇଭ୍ ଷ୍ଟାର ନାମକ ଏହି ବସ୍‌ଟି ଓଲଟି ପଡ଼ିଛି । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ସକାଳ ୮ଟା ୪୫ ମିନିଟ୍‌ରେ କୃଷ୍ଣପ୍ରସାଦ-ମୋରଡ଼ା-ମାଲୁଦ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏହି ଦୁର୍ଘଟଣାରେ ଏକାଧିକ ଯାତ୍ରୀ ଆହତ ହୋଇଥିବା ସୂଚନା । ବସ୍‌ଟି ପୁରୀଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ବସ୍ ଡ୍ରାଇଭର ଜଣକ ଭାରସାମ୍ୟ ହରାଇବାକୁ ବସ୍‌ଟି ମଲିକାଶୁଣିଠାରେ ରାସ୍ତା କଡ଼କୁ ଓଲଟିପଡ଼ିଥିଲା । 

ବସ୍‌ରେ ଥିବା ୬୦ରୁ ଉର୍ଦ୍ଧ୍ୱ ଯାତ୍ରୀମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ହୋଇଥିବା ବେଳେ ଅନ୍ୟମାନେ ସୁରକ୍ଷିତ ଥିବା ସୂଚନା । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସ୍ଥାନୀୟ ଲୋକେ ବସ୍ ଡ୍ରାଇଭରକୁ କାବୁ କରି ପୁଲିସ ଜିମା ଦେଇଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛି ପୁଲିସ । ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବା ବେଳେ ଆମ୍ବୁଲାନ୍ସ ଯୋଗେ ଗୁରୁତରଙ୍କୁ କୃଷ୍ଣପ୍ରସାଦ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁରକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପିଡ଼ିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.