ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା କାର୍, ଡ୍ରାଇଭର୍ ଆହତ

କେନ୍ଦୁଝର ସଦର, ୬/୬ : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା କାର୍। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ବିଛାକୁଣ୍ଡି ଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର୍ ଆହତ ହୋଇଛନ୍ତି। କାର୍‌ଟି ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଯିବାରୁ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଡ୍ରାଇଭରଙ୍କୁ ଗୁରୁତର ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.