ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା କାର୍, ଡ୍ରାଇଭର୍ ଆହତ

କେନ୍ଦୁଝର ସଦର, ୬/୬ : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା କାର୍। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ବିଛାକୁଣ୍ଡି ଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର୍ ଆହତ ହୋଇଛନ୍ତି। କାର୍‌ଟି ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଯିବାରୁ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଡ୍ରାଇଭରଙ୍କୁ ଗୁରୁତର ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.