PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ହଜାରିବାଗ ତୀର୍ଥଯାତ୍ରୀ ଵସ ଦୁର୍ଘଟଣା : ମୃତକଙ୍କ  ପରିବାର ପାଇଁ ୨ ଲକ୍ଷ  ଟଙ୍କା  ଲେଖାଏଁ ସହାୟତା  ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୦ ମୟୁରଭଞ୍ଜରୁ ବାରଣାସୀ କୁ ଯାଇଥିବା  ତୀର୍ଥ ଯାତ୍ରୀ ବସ  ଫେରିବା  ବାଟରେ  ଝାଡଖଣ୍ଡର  ହଜାରିବାଗରେ  ଦୁର୍ଘଟଣା ଗ୍ରସ୍ତ ହୋଇଥିବା  ଏବଂ  କିଛି ଲୋକଙ୍କ ମୃତ୍ୟୁ ଘଟଣାରେ  ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକ ଗଭୀର  ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ  ନିକଟ  ସମ୍ପର୍କୀୟ ଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ଦୁଇ  ଲକ୍ଷ  ଟଙ୍କା ଅନୁକମ୍ପା ମୂଳକ  ସହାୟତା   ଘୋଷଣା  କରିବା  ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି ।

ସବୁ  ଯାତ୍ରୀ ଯେପରି  ଶୀଘ୍ର  ନିଜ ନିଜ ଘରକୁ ଫେରିବେ  ସେଥିପାଇଁ ଝାଡଖଣ୍ଡ  ସରକାର  ସହ  ସମନ୍ୱୟ  ରଖି  ବ୍ୟବସ୍ଥା କରିବା  ପାଇଁ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜ ଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି। ଏହି ତୀର୍ଥ ଯାତ୍ରୀ ମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର  ଲୋକମାନେ  ଅଛନ୍ତି।

ସମ୍ବନ୍ଧିତ ଖବର