ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ନିଜ ଗ୍ରାମ ରାଇକଳା ଯିବେ ମୁଖ୍ୟମନ୍ତ୍ରୀ, ଜନସମାବେଶରେ କରିବେ ସମ୍ବୋଧନ

ଭୁବନେଶ୍ଵର, ୨୪/୦୬ : ୨୪ ତାରିଖ ସକାଳ ସାଢେ ୧୦ଟାରେ ହେଲିକପ୍ଟର ଯୋଗେ ନିଜ ଗ୍ରାମ ରାଇକଳା ଅଭିମୁଖେ ଯାତ୍ରା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଝୁମ୍ପୁରା ବ୍ଲକ୍‌ ଦୁର୍ଗା ପଡ଼ିଆଠାରେ ଜନସମାବେଶକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ। ଏହି ସମୟରେ ବିଭିନ୍ନ ସଙ୍ଗଠନ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବେ ବୋଲି ଜଣାପଡ଼ିଛି। 

ମୁଖ୍ୟମନ୍ତ୍ରୀ ଅପରାହ୍ନ ୨ଟା ୪୫ ମିନିଟ୍‌ରେ ସଡ଼କ ପଥରେ ରାଇକଳା ନିଜ ଗ୍ରାମରେ ପହଞ୍ଚିବା ପରେ ନିଜ ଘରେ ମଧ୍ୟାହ୍ନ ଭୋଜନ କରିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ମନ ପସନ୍ଦର ଖାଦ୍ୟ ପଖାଳ ଓ ଶାଗ ଭଜା ରନ୍ଧା ହୋଇଛି। କେବଳ ଶାଗ ଭଜା ନୁହେଁ ବମିଚୁରା, ଆଳୁ-କୁନ୍ଦୁରି ଭଜା, କଲରା ଭଜା ଇତ୍ୟାଦି ପ୍ରସ୍ତୁତ ହୋଇଛି। ସେପଟେ ଘର ଆଗରେ ସୁନ୍ଦର ସୁନ୍ଦର ଝୋଟି ଚିତା ମଧ୍ୟ ଅଙ୍କା ଯାଇଛି।

ରାଇକଳାରେ ଲୋକମାନଙ୍କ ସହିତ ଭାବ ବିନିମୟ କରିବା ପରେ ଅପରାହ୍ନ ୫ଟାରେ ଭୁବନେଶ୍ୱର ଫେରିଯିବାର କାର୍ଯ୍ୟକ୍ରମ ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.