ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରାଜ୍ୟ କଂଗ୍ରେସର ସବୁ ନେତାଙ୍କ ଉପରୁ ହଟିଲା ବହିସ୍କାର ଓ ନିଲମ୍ବନ

Published By : Gurupada Nath | February 14, 2025 9:31 PM

ଭୁବନେଶ୍ବର,୧୪/୨ : ନୂତନ ପିସିସି ସଭାପତିଙ୍କ ବଡ଼ ନିଷ୍ପତ୍ତି । ସବୁ ନେତାଙ୍କ ଉପରୁ ବହିସ୍କାର ଓ ନିଲମ୍ବନ ନିର୍ଦେଶ ହଟିଛି । ସେହିଭଳି ପୁରୁଣା କଂଗ୍ରେସ ନେତାଙ୍କୁ ଦଳକୁ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି । 

ଚଠିରେ ଉଲ୍ଲେଖ ରହିଛି ଯେ, ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବନ କିମ୍ବା ବହିଷ୍କାର କରାଯାଇଥିଲା, ତାହାକୁ ପ୍ରତ୍ୟାହାର କରି ଦିଆଗଲା । ବିଭିନ୍ନ ସମୟରେ କୌଣସି ନା କୌଣସି କାରଣରୁ ଯେଉଁମାନେ କଂଗ୍ରେସ ଦଳ ଛାଡ଼ି ଚାଲି ଯାଇଛନ୍ତି, ସେମାନେ ପୁନର୍ବାର କଂଗ୍ରେସ ଦଳକୁ ଫେରି ଆସିବାକୁ ଆମେ ନିବେଦନ କରୁଛୁ ।  ଯଦି ସେମାନେ କଂଗ୍ରେସ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ, ସେମାନଙ୍କୁ କଂଗ୍ରେସ ଦଳ ତରଫରୁ ସମ୍ମାନର ସହ ସ୍ୱାଗତ କରାଯିବ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.