ପ୍ରମୂଖ ଖବର
  • ରିଆମାଳ: ଧରାପଡିଲେ କେନ୍ଦୁପତ୍ର ଚୋର:୧୩ ଜଣ ଲୁଟେରା ଗିରଫ, ୪୫ ବଣ୍ଡଲ କେନ୍ଦୁପତ୍ର ଜବତ
  • ||
  • ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ନବବର୍ଷରୁ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ୍‌ କାର୍ଡ
  • ||
  • ଆସିକା : ଜମି ବିବାଦରୁ ଗଡ଼ିଲା ମୁଣ୍ଡ, ଗଳା କାଟି ଯୁବକଙ୍କୁ ହତ୍ୟା
  • ||
  • କେନ୍ଦୁଝର : ଚୋରି କରିବାକୁ ଆସି ପେଟପୂଜା, ଦୋକାନ ତାଲା ଭାଙ୍ଗି ଖାଇଦେଲେ ରାବିଡ଼ି ଲସି
  • ||
  • ମାଲକାନଗିରି : ଗାଁକୁ ରାସ୍ତା ନଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ, ରୋଗୀଣା ମା'କୁ ଭାରରେ ବୋହିଲା ପୁଅ
  • ||
  • ବୌଦ୍ଧ : ୨୨ କେଜି ଗଞ୍ଜେଇ ସହ ୪୦ ହଜାର ଟଙ୍କା ଜବତ, ଜଣେ ଗିରଫ
  • ||
  • ଭଦ୍ରକ : ନାଳରୁ ମିଳିଲା ପୂର୍ବତନ ସରପଞ୍ଚଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ
  • ||
  • କାମାକ୍ଷାନଗର : ୪ ବିଭାଗର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ସହ ୧୭ ଟନ କୋଇଲା ଜବତ, ୨ ଗିରଫ
  • ||
  • ଆଜି ରାଜ୍ୟ କ୍ୟାବିନେଟ୍‌, ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତିର ଲାଗିପାରେ ମୋହର
  • ||
  • ଆସିଲା ଶୀତ : ୨୦ ଡିଗ୍ରୀ ତଳେ ୧୫ ସହର
  • ||
  • ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ବାଙ୍କଚୂଡ଼ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ
  • ||
  • ବଡଓଷାରେ ଧବଳେଶ୍ଵର ପୀଠ ଲୋକାରଣ୍ୟ, ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା
  • ||
  • କୋରାପୁଟ : ଆର୍ମି ଡ୍ରେସ୍ ପିନ୍ଧି ଗଞ୍ଜେଇ ଚାଲାଣ, ଜଣେ ଗିରଫ
  • ||

ପର୍ଯ୍ୟଟକଙ୍କ ସୁରକ୍ଷାକୁ ନିଶ୍ଚିତ କଲେ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସମସ୍ତ ନିୟମାବଳୀର ଅନୁପାଳନ ପାଇଁ ଓଟିଡିସିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୨/୧୦:  ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ  ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା  ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧୀନରେ ଥିବା ପାନ୍ଥନିବାସରେ ରହୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସେ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ସମୟରେ  ପର୍ଯ୍ୟଟକମାନଙ୍କର ସୁରକ୍ଷା ଓ ସମସ୍ତ ପ୍ରକାର ମୌଳିକ ଆବଶ୍ୟକତାକୁ ସୁନିଶ୍ଚିତ କରାଯିବ। "ଅତିଥି ଦେବୋ ଭବଃ' ନୀତିକୁ ଅବଲମ୍ବନ କରି ଓଡ଼ିଶା ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ନିମେନ୍ତ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସମସ୍ତ  ନିୟମାବଳୀର ଉପଯୁକ୍ତ ଅନୁପାଳନ ପାଇଁ ସେ ଓଟିଡିସିକୁ ନିର୍ଦ୍ଦେଶ ଦେଇଛନ୍ତି ।

  • PrameyaOdia
  • prameya
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.